କଟକ: ସିଏସସିରୁ ୧୫ କୋରୋନା ପଜେଟିଭ ଚିହ୍ନଟ କରାଯାଇଛି। ୪ ଜଣ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ କରାଯାଇଛି । ସେହିପରି ୮ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୫୨୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୪ ହଜାର ୯୯୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭୮ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୪୫୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ
ସିଏମସିରେ ନିୟନ୍ତ୍ରଣ ହେଉଛି କୋରୋନା, ୧୫ ପଜେଟିଭ ଚିହ୍ନଟ - ସିଏମସିରେ ନିୟନ୍ତ୍ରଣ ହେଉଛି କରୋନା
କଟକ ମହାନଗର ନିଗମରୁ ୧୫ କୋରୋନା ପଜେଟିଭ ଚିହ୍ନଟ କରାଯାଇଛି । ୪ ଜଣ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ କରାଯାଇଛି। ଅଧିକ ପଢନ୍ତୁ...