ETV Bharat / city

କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ, ସ୍ଥିତି ନିୟନ୍ତ୍ରଣ - କଟକ ସନ୍‌ ହସ୍ପିଟାଲ

କଟକ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ
କଟକ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ
author img

By

Published : Feb 1, 2021, 1:09 PM IST

Updated : Feb 1, 2021, 3:14 PM IST

12:53 February 01

କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ, ସ୍ଥିତି ନିୟନ୍ତ୍ରଣ

କଟକ: ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଜଣାପଡିନି । ଘଟଣାସ୍ଥଳରେ ୫ଟି ଅଗ୍ନିଶମ ଗାଡ଼ି ପହଞ୍ଚିଛି ନିଆଁକୁ ଆୟତ୍ତ କରିଛି । ହସ୍ପିଟାଲର ସଭା ଉପର ମହଲାରେ ନିଆଁ ଲାଗିଛି । ସେପଟେ ହସ୍ପିଟାଲରେ ଥିବା ଗୁରୁତର ରୋଗୀଙ୍କୁ ଅନ୍ୟ ମେଡିକାଲ‌କୁ ସ୍ଥାନାନ୍ତର କରାଯାଇଛି ।

ସେପଟେ ଖବର ପାଇ ଘଟଣାସ୍ଥଳରେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ,  କମିଶନର, ଡିସିପି, ବିଧାୟକ ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏନେଇ ଡିସିପି ପ୍ରତୀକ ସିଂ କହିଛନ୍ତି, ନିଆଁ ଲିଭା ସରିଥିବା ବେଳେ ସ୍ଥିତି ନିୟନ୍ତ୍ରଣାଧୀନ ଅଛି । ସମସ୍ତ ରୋଗୀଙ୍କୁ ଏସ୍‌ସିବି ସମେତ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅଗ୍ନିଶମ ବାହିନୀ ତଦନ୍ତ କରି ରିପୋର୍ଟ ଦେବା ପରେ ପଦକ୍ଷେପ ନିଆଯିବ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ 

Last Updated : Feb 1, 2021, 3:14 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.