ETV Bharat / city

ଖାଲିଥିବା ଡାକ୍ତର ପଦବୀ ପୂରଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ - ଖାଲିଥିବା ଡାକ୍ତର ପଦବୀ ପୂରଣ

ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ମାମଲା ନେଇ ହାଇକୋର୍ଟର ନିର୍ଦ୍ଦେଶ । ଅଧିକ ପଢନ୍ତୁ

High Court order to fill vacancies post of doctors
ଖାଲିଥିବା ଡାକ୍ତର ପଦବୀ ପୂରଣ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
author img

By

Published : Nov 17, 2021, 4:02 PM IST

କଟକ: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ମାମଲା । ଜିଲ୍ଲାସ୍ତରରେ ୪ ଜଣିଆ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଡାକ୍ତର ଏବଂ ଷ୍ଟାଫ ମାନଙ୍କ କାର୍ଯ୍ୟ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ଡିସେମ୍ବର ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.