ETV Bharat / city

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି - ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି

ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ଡିଜି ଭାବରେ ଅତିରିକ୍ତ ଦାୟିତ୍ୱ ନେଲେ ସତ୍ୟଜିତ ମହାନ୍ତି । ଦାୟିତ୍ବ ଗ୍ରହଣ ପରେ ହୋମଗାର୍ଡଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେବାକୁ କହିଲେ ଅଫିସର ମହାନ୍ତି । ଅଧିକ ପଢନ୍ତୁ...

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି

author img

By

Published : Jun 1, 2020, 12:27 PM IST

Updated : Jun 1, 2020, 2:44 PM IST

କଟକ: ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି। ସ୍ୱତନ୍ତ୍ର ଗୁଇନ୍ଦା ଡିଜି ଭାବରେ ଅତିରିକ୍ତ ଦାୟିତ୍ୱରେ ରହିବେ ଅଫିସର ମହାନ୍ତି । ପୂର୍ବତନ ଅଗ୍ନିଶମ ଡିଜି ସୁନୀଲ ରଏଙ୍କ ଅବସର ପରେ ସତ୍ୟଜିତ ମହାନ୍ତିଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି

ଦାୟିତ୍ବ ଗ୍ରହଣ ପରେ ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟରେ ଯାଇଥିବା ଓଡିଶା ଅଗ୍ନିଶମ ଟିମର କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ଡିଜି। କରୋନା ମୁକାବିଲାରେ ହୋମଗାର୍ଡ ମାନଙ୍କର କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ ହୋମଗାର୍ଡମାନଙ୍କର କଲ୍ୟାଣ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅଫିସର ସତ୍ୟଜିତ ମହାନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Jun 1, 2020, 2:44 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.