ETV Bharat / city

ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲା, ଜ୍ୟୋତିଙ୍କୁ ମିଳିଲା ଜାମିନ

ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ଜ୍ୟୋତି ପ୍ରକାଶଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ । ଅଧିକ ପଢନ୍ତୁ...

ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲା, ସହନିର୍ଦ୍ଦେଶକଙ୍କୁ ସର୍ତ୍ତମୂଳକ ଜାମିନ

author img

By

Published : Oct 27, 2021, 12:45 PM IST

କଟକ: ଅର୍ଥତତ୍ତ୍ୱ ଚିଟଫଣ୍ଡ ଠକେଇ ମାମଲା । ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ଇଡି ପକ୍ଷରୁ ଦାୟର ମାମଲାରେ ମିଳିଲା ସର୍ତ୍ତ ମୂଳକ ଜାମିନ।

୨ ଲକ୍ଷ ଟଙ୍କିଆ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ।।ତଦନ୍ତରେ ସାହାଯ୍ୟ କରିବାକୁ ସର୍ତ୍ତ। ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିଲେ ଜ୍ୟୋତି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.