ETV Bharat / city

ଲକଡାଉନ ଉଲଙ୍ଘନ ମାମଲା, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଥାନାରେ ୧୩୦ ମାମଲା ରୁଜୁ

author img

By

Published : Apr 14, 2020, 10:15 PM IST

ଲକ୍‌ଡାଉନ୍‌ ନିୟମକୁ ଉଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ 4794 ଟି ମାମଲା ରୁଜୁ ହୋଇଛି । ସେହିପରି ସୋମବାର ସକାଳୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 30 ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ...

lock-down-violation-130-case-registered-in-last-24-hours
ଲକଡାଉନ ଉଲଙ୍ଘନ ମାମଲା,୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଥାନାରେ ୧୩୦ ମାମଲା ରୁଜୁ

କଟକ: ଲକଡାଉନ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୪୭୯୪ ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ସକାଳୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୩୦ଟି ମାମଲା ରୁଜୁ କରାଯାଇଛି । ଏହି ୧୩୦ ଟି ମାମଲା ମଧ୍ୟରୁ ୧୨୯ ଟି ମାମଲା ତାଲାବନ୍ଦ ନିୟମ ଉଲଂଘନ କରିବା ଅଭିଯୋଗ ରୁଜୁ ହୋଇଥିବା ବେଳେ, ହୋମକ୍ବାରେଣ୍ଟାଇନ ଉଲ୍ଲଙ୍ଘନ କରିବା ଅଭିଯୋଗରେ କୌଣସି ମାମଲା ରୁଜୁ ହୋଇ ନାହିଁ । ସେହିପରି ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.