ETV Bharat / city

ରାଜ୍ୟରେ ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୨୦ ମାମଲା ରୁଜୁ

author img

By

Published : Jul 18, 2020, 5:32 AM IST

ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟର ବିଭିନ୍ନଥାନାରେ ୬୯୫୫ଟି ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା । ଅଧିକ ପଢନ୍ତୁ...

ରାଜ୍ୟରେ ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୨୦ ମାମଲା ରୁଜୁ
ରାଜ୍ୟରେ ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୨୦ ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶୁକ୍ରବାର ପର୍ଯ୍ୟନ୍ତ ମୋଟ ୬୯୫୫ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ଠୁ ଏବେସୁଦ୍ଧା ଏହି ସମସ୍ତ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ମୋଟ ୨୦ଟି ମାମଲା ରୁଜୁ କରାଯାଇଛି । ଏଥିମଧ୍ୟରୁ ୧୫ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ୨ଟି ମାମଲା ହୋମ କ୍ବାରେଣ୍ଟାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଥିବା ଜଣାପଡିଛି । ତେବେ ବାକି ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.