ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୫ ମାମଲା

author img

By

Published : Aug 26, 2020, 10:06 PM IST

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୫୯ ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ..

ତାଲାବନ୍ଦ ନିୟମ ଉଲଙ୍ଘନ; ୨୪ ଘଣ୍ଟାରେ ୫ ଟି ମାମଲା

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୫୯ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ବୁଧବାର ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ କରାଯାଇଛି। ଏହି ୫ଟି ମାମଲା ମଧ୍ୟରୁ ୧ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ୪ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.