ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୭ଟି ମାମଲା

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ସୋମବାର ପର୍ଯ୍ୟନ୍ତ ମୋଟ ୭୪୮୪ ଟି ମାମଲା ରୁଜୁ କରାଯାଇଛି। ଅଧିକ ପଢନ୍ତୁ..

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୭ ଟି ମାମଲା

author img

By

Published : Aug 31, 2020, 9:29 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ସୋମବାର ପର୍ଯ୍ୟନ୍ତ ମୋଟ ୭୪୮୪ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୭ ଟି ମାମଲା
ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୭ ଟି ମାମଲା

ମଙ୍ଗଳବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୭ ଟି ମାମଲା ରୁଜୁ କରାଯାଇଛି। ୭ ଟି ମାମଲା ମଧ୍ୟରୁ ୫ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.