ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ

ଲକଡାଉନ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୯୨ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ

author img

By

Published : Aug 18, 2020, 12:28 AM IST

କଟକ: ଲକଡାଉନ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୯୨ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ରବିବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ କରାଯାଇଛି । ଏହି ୫ଟି ମାମଲା ମଧ୍ୟରୁ ୪ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗ ରେ ରୁଜୁ କରାଯାଇଥିବା ବେଳେ ୧ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.