ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ରାଜ୍ୟରେ ୨୬ ମାମଲା ରୁଜୁ

ବୁଧବାର ସକାଳୁ ଗୁରୁବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 26ଟି ମାମଲା ରୁଜୁ କରାଯାଇଛି । ଏହି 26ଟି ମାମଲା ମଧ୍ୟରୁ 24ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ଅଧିକ ପଢନ୍ତୁ...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା,୨୪ ଘଣ୍ଟାରେ ରାଜ୍ୟରେ ୨୬ଟି ମାମଲା ରୁଜୁ

author img

By

Published : Jul 23, 2020, 9:26 PM IST

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୦୯୪ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସହିପରି ବୁଧବାର ସକାଳୁ ଗୁରୁବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 26ଟି ମାମଲା ରୁଜୁ କରାଯାଇଛି । ଏହି 26ଟି ମାମଲା ମଧ୍ୟରୁ 24ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ବାରଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଅନ୍ୟ ଏକ ମାମଲା ଅନ୍ୟାନ୍ୟ କାରଣରୁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.