ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୦ଟି ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ମୋଟ ୭୨୭୨ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

lockdown violence
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
author img

By

Published : Aug 1, 2020, 6:23 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ୭୨୭୨ଟି ମାମଲା ରୁଜୁ । ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ମୋଟ ୭୨୭୨ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଶୁକ୍ରବାର ସକାଳୁ ଶନିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୦ଟି ମାମଲା ରୁଜୁ କରାଯାଇଛି। ଏହି ୧୦ ଟି ମାମଲା ମଧ୍ୟରୁ ୭ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇ ଥିଲାବେଳେ ୩ଟି ମାମଲା ଅନ୍ୟାନ୍ୟ କଟକଣା ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.