ETV Bharat / city

ତାଲାବନ୍ଦ ବେଳେ କଟକରେ 73 ନିୟମ ଉଲଙ୍ଘନକାରୀଙ୍କ ନାଁରେ ମାମଲା

ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୨୮୦ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆହୁରି ପଢନ୍ତୁ...

author img

By

Published : Apr 18, 2020, 7:51 PM IST

lockdown violation case in cuttack
କଟକରେ ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୨୮୦ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

lockdown violation case in cuttack
କଟକରେ ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୭୩ଟି ମାମଲା ରୁଜୁ କରାଯାଇଛି । ଏହି ୭୩ଟି ମାମଲା ମଧ୍ୟରୁ ୭୯ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ, ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ଗୋଟିଏ ମାମଲା ରୁଜୁ ହୋଇଛି ।

ଆଜି କୌଣସି ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ ହୋଇନାହିଁ । ସେହିପରି ୩ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.