ETV Bharat / city

ତାଲାବନ୍ଦ ବେଳେ ୪୩ ନିୟମ ଉଲଙ୍ଘନକାରୀଙ୍କ ନାଁରେ ମାମଲା

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୩୨୩ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆହୁରି ପଢନ୍ତୁ...

author img

By

Published : Apr 19, 2020, 8:11 PM IST

lockdown violation case in cuttack
ତାଲାବନ୍ଦ ବେଳେ କଟକରେ ୪୩ ନିୟମ ଉଲଙ୍ଘନକାରୀଙ୍କ ନାଁରେ

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୩୨୩ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୪୩ଟି ମାମଲା ରୁଜୁ କରାଯାଇଛି । ଏହି ୪୩ଟି ମାମଲା ମଧ୍ୟରୁ ୪୧ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ, ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ଗୋଟିଏ ମାମଲା ରୁଜୁ ହୋଇଛି ।

ଆଜି କୌଣସି ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ ହୋଇନାହିଁ । ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.