ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୨ ମାମଲା ରୁଜ୍ଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୪୯ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୨ ମାମଲା ରୁଜୁ
author img

By

Published : Jun 6, 2020, 8:42 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୪୯ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୨ ଟି ମାମଲା ରୁଜୁ କରାଯାଇଛି । ଏହି ୧୨ ଟି ମାମଲା ମଧ୍ୟରୁ ୧୦ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.