ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୩ ମାମଲା ରୁଜୁ - ତାଲାବନ୍ଦ କଟକଣା ଉଲ୍ଲଂଘନ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୩୭ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୩ ମାମଲା ରୁଜୁ
author img

By

Published : Jun 12, 2020, 7:08 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୩୭ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୩ଟି ମାମଲା ରୁଜୁ କରାଯାଇଛି । ଏହି ୧୩ଟି ମାମଲା ମଧ୍ୟରୁ ୧୨ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.