ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଙ୍ଘନ; 24 ଘଣ୍ଟାରେ ୨୩ ମାମଲା - ତାଲାବନ୍ଦ କଟକଣା ଉଲ୍ଲଂଘନ

ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୯୭୮ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୨୩ ମାମଲା ରୁଜୁ
author img

By

Published : Jul 18, 2020, 10:56 PM IST

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୯୭୮ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୩ ଟି ମାମଲା ରୁଜୁ କରାଯାଇଛି । ଏହି ୨୩ ଟି ମାମଲା ମଧ୍ୟରୁ ୨୧ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ୱାରେଣ୍ଟାଇନ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ତେବେ ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.