ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୧୨ ମାମଲା ରୁଜୁ

ରାଜ୍ୟରେ ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା । ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୧୨ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

lockdown violation case in cuttack
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୧୨ ଟି ମାମଲା ରୁଜୁ
author img

By

Published : Aug 11, 2020, 7:25 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୫୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୨ ଟି ମାମଲା ରୁଜୁ କରାଯାଇଛି । ଏହି ୧୨ ଟି ମାମଲା ମଧ୍ୟରୁ ୯ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୩ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.