ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୬ ମାମଲା ରୁଜୁ

author img

By

Published : Sep 1, 2020, 9:24 PM IST

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୯୦ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୬ ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୯୦ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି । ୬ ଟି ମାମଲା ମଧ୍ୟରୁ ୫ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ହୋମକ୍ବାରଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.