ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୮ ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୩୭ ଟି ମାମଲା ରୁଜୁ କରାଯାଇଛି ।

lockdown violation case
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
author img

By

Published : Aug 24, 2020, 7:06 AM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୩୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାରରୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୮ଟି ମାମଲା ରୁଜୁ କରାଯାଇଛି । ଏହି ୮ ଟି ମାମଲା ମଧ୍ୟରୁ ୭ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୧ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.