ETV Bharat / city

ବାଙ୍କୀ ଯୁବତୀ ଅପହରଣ ମାମଲା; ମୁଖ୍ୟ ଅଭିଯୁକ୍ତ ଗିରଫ - banki rape case

ବାଙ୍କୀ ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ।

ବାଙ୍କୀ ଯୁବତୀ ଅପହରଣ ମାମଲା
author img

By

Published : Nov 8, 2019, 5:57 AM IST

କଟକ: ବାଙ୍କୀ ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଘଟଣାରେ ଗୁରୁବାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।

ବିଶେଷ ସୂତ୍ରରୁ ଖବର ପାଇ ମୁଖ୍ୟ ଅଭିଯୁକ୍ତ ଜଗନ ସାମଲକୁ ବଡମ୍ବା ଥାନା ଅନ୍ତର୍ଗତ ମାଣିଆବନ୍ଧ ଗ୍ରାମରୁ ପୋଲିସ ଗିରଫ କରିଥିବା ବେଳେ ଅଧିକ ପଚରାଉଚରା ଜାରି ରଖିଛି। ତେବେ ଏହି ଘଟଣାରେ ପୂର୍ବରୁ ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଗୁରୁବାର ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ।

ବାଙ୍କୀ ଯୁବତୀ ଅପହରଣ ମାମଲା

ମହିଳାଙ୍କୁ ଅପହରଣ ପରେ ଦୁଷ୍କର୍ମ ଘଟଣାରେ ୫ ଜଣ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି । ଏପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ଦୁଇଜଣ ଫେରାର ଅଛନ୍ତି । ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ମୁଖ୍ୟ ଅଭିଯୁକ୍ତର ଡାକ୍ତରୀ ମାଇନା ପରେ ଶୁକ୍ରବାର କୋର୍ଟ ଚାଲଣ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ବାଙ୍କୀ ଏସଡିପିଓ ସୂଚନା ଦେଇଛନ୍ତି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Intro:ବାଙ୍କୀ ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତ ଙ୍କୁ ଗିରଫ କରିଛି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ମୁଖ୍ଯ ଅଭିଯୁକ୍ତ ଜଗନ ସାମଲ କୁ ବଡମ୍ବା ଥାନା ଅନ୍ତର୍ଗତ ମାଣିଆବନ୍ଧ ଗ୍ରାମରୁ ଗିରଫ କରିଛି ପୋଲିସ।ଅଧିକ ତଦନ୍ତ ପାଈଁ ଅଭିଜୁକ୍ତ ଙ୍କୁ ଅଧିକ ପଚରାଉଚରା ଜାରି ରଖିଛି ପୋଲିସ।ତେବେ ଏହି ଘଟଣାରେ ପୂର୍ବରୁ ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ପୋଲିସ ମୁଖ୍ୟ ଅଭିଯୁକ୍ତ କୁ ଗିରଫ କରିଛି।ମହିଳାଙ୍କୁ ଅପହରଣ ପରେ ଦୁସ୍କର୍ମ ଘଟଣାରେ ୫ ଜଣ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି।ଏପର୍ଯ୍ୟନ୍ତ ୩ ଜଣ ଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ଦୁଇଜଣ ଫେରାର ଅଛନ୍ତି। ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ସୂଚନା ଦେଇଛି।ମୁଖ୍ୟ ଅଭିଯୁକ୍ତ ର ଡାକ୍ତରୀମାଇନା ପରେ ଆସନ୍ତାକାଲି କୋର୍ଟ ଚାଲଣ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ବାଙ୍କୀ ଏସଡିପିଓ ସୂଚନା ଦେଇଛନ୍ତି।

ବାଇଟ - ପ୍ରସନ୍ନ ବିଶ୍ୱାଳ ,ବାଙ୍କି ଏସଡିପିଓ।Body:No needConclusion:No need
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.