କଟକ: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା । ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଗୋବିନ୍ଦକୁ ଦୁଇ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ମିଳିଛି । ତା'ର ପୁଅ ଏବଂ ପତ୍ନୀଙ୍କ ଅସୁସ୍ଥତା କାରଣରୁ ଏହି ଜାମିନ ଦେଇଛନ୍ତି ହାଇକୋର୍ଟ ।
Mamita Meher Murder: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ - ଗୋବିନ୍ଦ ସାହୁକୁ ହାଇକୋର୍ଟରୁ ଜାମିନ
ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ । ଅଧିକ ପଢନ୍ତୁ
![Mamita Meher Murder: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ Mamita Meher Murder: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ](https://etvbharatimages.akamaized.net/etvbharat/prod-images/768-512-15690948-thumbnail-3x2-ctc.jpg?imwidth=3840)
Mamita Meher Murder: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ