ETV Bharat / city

ଆଦିତ୍ୟ ଦାସ ମୃତ୍ୟୁ ମାମଲା, ମାସକରେ ରିପୋର୍ଟ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

author img

By

Published : Sep 11, 2020, 7:05 PM IST

Updated : Sep 11, 2020, 7:34 PM IST

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏକ ମାସ ମଧ୍ୟରେ ରିପୋର୍ଟ ତଲବ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛି । ଏ ନେଇ ଆଦିତ୍ୟ ଦାସଙ୍କ ପରିବାର ପକ୍ଷରୁ ହାଇକୋର୍ଟରେ ପିଟିସନ ଦାଖଲ କରିଥିଲେ । ଅଧିକ ପଢନ୍ତୁ...

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା,ଏକ ମାସରେ ରିପୋର୍ଟ ପାଇଁ କ୍ରାଇବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ସମାଜସେବୀ ତଥା ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏକ ମାସ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲା ହାଇକୋର୍ଟ । ଏ ନେଇ ପରିବାର ଲୋକେ ହାଇକୋର୍ଟରେ କରିଥିଲେ ଆବେଦନ ।

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ମାସକରେ ରିପୋର୍ଟ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାର ଆଗତ ମାମଲାକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଆଦିତ୍ୟ ଦାସଙ୍କ ପରିବାର ପକ୍ଷରୁ ଆଗତ ଏହି ମାମଲାର ଶୁଣାଣି କରି ହାଇକୋର୍ଟ, ଆଜି ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ମାସ ମଧ୍ୟରେ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ମାସ ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ସୂଚନାଯୋଗ୍ୟ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ତଦନ୍ତ ପାଇଁ ସିବିଆଇ ତଦନ୍ତ ଦାବିକରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୃତ ଆଦିତ୍ୟଙ୍କ ପରିବାର ଲୋକ।

କଟକରୁ ନାରାୟଣ ସାହୁ,ଇଟିଭି ଭାରତ

Last Updated : Sep 11, 2020, 7:34 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.