ETV Bharat / city

କଟକରେ କମୁଛି କୋରୋନା ସଂକ୍ରମଣ, ଆଜି ୧୪୫ ପଜିଟିଭ ଚିହ୍ନଟ

author img

By

Published : Sep 29, 2020, 8:27 PM IST

କଟକ ମହାନଗର ନିଗମରେ କମୁଛି ସଂକ୍ରମଣ ହାର। ମଙ୍ଗଳବାର ୧୪୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

new 145 covid positive case reported in cmc area
କଟକରେ କମୁଛି କୋରୋନା ସଂକ୍ରମଣ, ଆଜି ୧୪୫ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ କମୁଛି ସଂକ୍ରମଣ ହାର। ମଙ୍ଗଳବାର ୧୪୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୯ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ, ୪୮ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୬୯ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏହି ସଂଖ୍ୟାକୁ ମିଶାଇ କଟକ ମହାନଗର ନିଗମରୁ ୧୧ ହଜାର ୭୯୮ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ତେବେ ୯୧୨୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ, ୪୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ୨୬୨୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି କଟକ ମହାନଗର ନିଗମ ଅଞ୍ଚଳରେ ଆଜି ୨ ଜଣଙ୍କର ମୃତୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.