ETV Bharat / city

ଆରପାରିରେ ବରିଷ୍ଠ ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକ - ଅନ୍ନଦା ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ଏସସିବି ମେଡିକାଲ କଲେଜର ପୂର୍ବତନ ଅଧୀକ୍ଷକ ତଥା ପ୍ଲାଷ୍ଟିକ ସର୍ଜରୀ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକଙ୍କ ପରଲୋକ । ଅଧିକ ପଢନ୍ତୁ...

ଆରପାରିରେ ବରିଷ୍ଠ ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକ

author img

By

Published : Sep 12, 2021, 7:40 AM IST

କଟକ: ଏସସିବି ମେଡିକାଲ କଲେଜର ପୂର୍ବତନ ଅଧୀକ୍ଷକ ତଥା ପ୍ଲାଷ୍ଟିକ ସର୍ଜରୀ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକଙ୍କ ପରଲୋକ । କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୨ ବର୍ଷ ବୟସରେ ଆଖି ବୁଜିଛନ୍ତି ଅନ୍ନଦା ପ୍ରସାଦ ।

ଦୀର୍ଘ ଏକ ବର୍ଷ ହେବ କ୍ୟାନ୍ସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ଓଡ଼ିଶା ପ୍ଲାଷ୍ଟିକ ସର୍ଜରୀ ଆସୋସିଏସନj ପୂର୍ବତନ ସଭାପତି ଥିଲେ ଡାକ୍ତର ପଟ୍ଟନାୟକ । ତାଙ୍କ ବିୟୋଗରେ ଚିକିତ୍ସା କ୍ଷେତ୍ରରେ ଶୋକରେ ଛାୟା ଖେଳିଯାଇଛି ।

କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.