କଟକ: ଆସନ୍ତା ଫେବୃଆରୀ 19ରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ଏନେଇ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରୀକ୍ଷାକୁ ନେଇ କିଭଳି ପ୍ରସ୍ତୁତି ରହିଛି ଏନେଇ ଆମ ସମ୍ବାଦଦାତା ଆଲୋଚନା କରିଛନ୍ତି । ଦେଖନ୍ତୁ ଏହି ରିପୋର୍ଟ...
ଏଠାରେ ସୂଚନାଥାଉ ଯେ, ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ 2888ଟି ପରୀକ୍ଷା କେନ୍ଦ୍ରରେ ମୋଟ 5 ଲକ୍ଷ 60 ହଜାରରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ