ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୧ ମାମଲା ରୁଜୁ - ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା

ରାଜ୍ୟରେ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ୨୧ଟି ମାମଲା ରୁଜୁ । ହୋମ କ୍ବାରେଣ୍ଟାଇନ ଏବଂ ଲକ ଡାଉନ ନିୟମ ନମାନିବାରୁ ରୁଜୁ ହୋଇଛି ମାମଲା । ଅଧିକ ପଢନ୍ତୁ...

Violations of lockdown law, 21 cases in different  parts of the state in 24 hours
ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା
author img

By

Published : Jun 4, 2020, 7:13 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୨୧ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବୁଧବାରୁ ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୧ ଟି ମାମଲା ରୁଜୁ କରାଯାଇଛି। ଏହି ୨୧ ଟି ମାମଲା ମଧ୍ୟରୁ ୧୭ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗ ରେ ରୁଜୁ କରାଯାଇଥିବା ବେଳେ ୪ ଟି ମାମଲା ହୋମ କ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.