ETV Bharat / city

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୬ ମାମଲା ରୁଜୁ

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା । କଟକରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ। ଅଧିକ ପଢନ୍ତୁ...

violations-of-lockdown-law-6-cases-have-been-registered-in-various-
୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ
author img

By

Published : Jun 23, 2020, 7:28 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୬୩୨ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ସକାଳ ଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି।

ଏହି ୬ ଟି ମାମଲା ମଧ୍ୟରୁ ସମସ୍ତ ୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ଅନ୍ୟ ୨ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ନାରାୟଣ ସାହୁ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.