ETV Bharat / city

ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

author img

By

Published : Oct 28, 2021, 4:01 PM IST

Updated : Oct 28, 2021, 4:07 PM IST

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ସେତୁ ନିକଟରେ ସ୍କୁଟି ରଖି ସେ ନଦୀକୁ ଡେଇଁଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ...

ସେତୁରେ ଗାଡ଼ି ରଖି ମହାନଦୀକୁ ଡେଇଁଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

କଟକ: ପୁଣି ଗଣମାଧ୍ୟମର ହେଡଲାଇନରେ ମୁଣ୍ଡୁଳି ସେତୁ । କାରଣ ଏଠାରେ ଆଜି(ଗୁରୁବାର) ଯୁବକ ସେତୁ ଉପରୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି । ତେବେ ଘଟଣା ସମ୍ପର୍କରେ ଖବର ପାଇ ଉଦ୍ଧାରକାରୀ ଟିମ ଯୁବକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ମିଳିଛି ।

ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି
ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ଯୁବକ ଜଣକ ସେତୁ ଉପରେ ସ୍କୁଟି ରଖି ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସମ୍ପୃକ୍ତ ବ୍ୟକ୍ତି ଭୁବନେଶ୍ବର CRP ଅଞ୍ଚଳର ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ବାରଙ୍ଗ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ତେବେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତିଙ୍କର ପତ୍ତା ମିଳୁନଥିବା ଜଣାପଡ଼ିଛି ।

ସେପଟେ ମହାନଦୀରେ ବର୍ତ୍ତମାନ ବହୁ ପରିମାଣର ପାଣି ରହିଛି । ଯୁବକ ଜଣକ କାହିଁକି ଏତେ ଦୂର ମୁଣ୍ଡୁଳି ବ୍ରିଜ ନିକଟକୁ ଆସି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି, ସେ ସମ୍ପର୍କରେ ସଠିକ ସୂଚନା ମିଳିନାହିଁ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Oct 28, 2021, 4:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.