ETV Bharat / city

ମହାପ୍ରଭୁଙ୍କୁ ଦର୍ଶନ କଲେ ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ - governor biswabhusan harichandan visit to puri towards see lord jagannath

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଗସ୍ତ ସମୟରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ପୁରୀ
author img

By

Published : Jul 19, 2019, 10:21 PM IST

Updated : Jul 19, 2019, 10:48 PM IST

ପୁରୀ: ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ରାଜ୍ୟପାଳ ଭାବେ ନିଜ ସାମ୍ବିଧାନିକ ପଦବୀକୁ ଠିକ ଭାବରେ ନିର୍ବାହ କରିପାରିବେ ସେନେଇ ସେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ଶୁକ୍ରବାର ଅପରାହ୍ନରେ ସେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଦର୍ଶନ ପରେ ଆନନ୍ଦ ପ୍ରକାଶ କରିବା ସହ ଓଡିଶା-ଆନ୍ଧ୍ର ମଧ୍ୟରେ କିଭଳି ସମ୍ପର୍କ ଭଲ ରହିବ ସେ ନେଇ ଉଦ୍ୟମ କରିବେ ବୋଲି କହିଥିଲେ । ଏହି ଅବସରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:Body:

BLANK FOR LINK

Conclusion:
Last Updated : Jul 19, 2019, 10:48 PM IST

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.