ETV Bharat / city

'ନବୀନ ବାବୁଙ୍କର କେହି ସମକକ୍ଷ ନେତା ନାହାଁନ୍ତି'

ଗଁ। ମୁହାଁ ହେଲେଣି ବିଭିନ୍ନ ରାଜନୈତିକ ଦଳ । ପୁରୀ ଡେଲାଙ୍ଗ ନିର୍ବାଚନ ମଣ୍ଡଳୀରେ ଏବେ ପ୍ରଚାର ଜୋରସୋର ଚାଲିଛି। ଆଗରେ ରହିଛି ବିଜେଡି ।

ଫଟୋ ସୌଜନ୍ୟ : ସମ୍ବାଦଦାତା,ପୁରୀ
author img

By

Published : Apr 11, 2019, 11:35 PM IST

ପୁରୀ : ଡେଲାଙ୍ଗ ନିର୍ବାଚନ ମଣ୍ଡଳୀରେ ଏବେ ପ୍ରଚାର ଜୋର ଧରିଲାଣି । ଗାଁ ମୁହାଁ ହେଲେଣି ବିଭିନ୍ନ ରାଜନୈତିକ ଦଳ । ଅ।ଗରେ ବିଜେଡି ରହିଥିବାବେଳେ ବିଭିନ୍ନ ଗ୍ରାମରେ ପ୍ରଚାର କରୁଛନ୍ତି ପୁରୀ ଲୋକସଭା ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,ପୁରୀ

ପିପିଲି ଡେଲାଙ୍ଗ ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀ । ବାଇକ ଶୋଭାଯାତ୍ରାରେ ଡେଲାଙ୍ଗର ବିଭିନ୍ନ ଗଁ। ପରିକ୍ରମା କରି ଉଭୟେ ଭୋଟ ଭିକ୍ଷା କରିଛନ୍ତି । ସେପଟେ ଗତ 5 ବର୍ଷ ମଧ୍ୟରେ ନବୀନ ବାବୁ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ପୂରଣ ହୋଇଛି। ତାକୁ ଅ।ଧାର କରି ଅ।ମ୍ଭେ ଭୋଟ ଭିକ୍ଷା କରୁଛୁ, ବିରୋଧୀ ଦଳ ରେ ନବୀନ ବାବୁଙ୍କର କେହି ସମକକ୍ଷ ନେତା ନାହଁ।ନ୍ତି ବୋଲି ପିନାକୀ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ।

ଏବର୍ଷ ପୁଣି ଥରେ ଜନସାଧାରଣ 5ମ ଥର ଭାବରେ ନବୀନ ବାବୁଙ୍କୁ ମୁଖ୍ୟମନ୍ତ୍ରୀ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

Intro:Body:

ଭୋଟିଂ ବେଳେ ଫୁଟିଲା ଗୁଳି

ଲକ୍ଷ୍ନୌ: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ । ପ୍ରଥମ ପର୍ଯ୍ୟାୟ ମତଦାନରେ ସାମିଲ ହୋଇଛି ଦେଶ । ପ୍ରାୟତଃ ଦେଶରେ ସୁରୁଖୁରୁରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଅଶାନ୍ତ ହୋଇଛି ଆନ୍ଧ୍ର ପ୍ରଦେଶ । ସେପଟେ ଉତ୍ତର ପ୍ରଦେଶରେ ମଧ୍ୟ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଭୋଟ ଗ୍ରହଣ କେନ୍ଦ୍ରରେ ଫୁଟିଛି ଗୁଳି । ଆଉ ତାହା ପୁଣି ସୁରକ୍ଷାକର୍ମୀଙ୍କୁ ଫାଙ୍କା ଗୁଳି ଚାଳନା କରିବାକୁ ପଡିଛି । 

ଶାମଲି ପୋଲିଂବୁଥରେ ନିର୍ବାଚନୀ ଡ୍ୟୁଟିରେ ଥିବା ବିଏସଏଫ ଯବାନଙ୍କୁ ଗୁଳିମାଡ କରିବାକୁ ପଡିଛି । ବିନା ଭୋଟର ପରିଚୟ ପତ୍ରରେ ଏଠାରେ ମତଦାନ କରିବାକୁ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକେ । ଦାୟିତ୍ବରେ ଥିବା ପୋଲିଂ କର୍ମଚାରୀ ସେମାନଙ୍କୁ ଏଥିପାଇଁ ବାରଣ କରିବା ସତ୍ତ୍ବେ ବି ମାନି ନଥିଲେ ଉକ୍ତ ଲୋକେ । ପରିସ୍ଥିତି ଅଣାୟତ୍ତ ହେବାରୁ ବାଧ୍ୟ ହୋଇ ବିଏସଏଫ ଯବାନ ଫାଙ୍କା ଗୁଳି ଚଳାଇଥିବା କହିଛନ୍ତି ଜିଲ୍ଲା ମାଜିଷ୍ଟ୍ରେଟ । 

ଏହି ଘଟଣା ପରେ ସେଠାରେ ମତଦାନକୁ ସ୍ଥଗିତ ରଖାଯାଇଛି ।  

Conclusion:

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.