ETV Bharat / city

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ - puri news

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ । ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ଚାଲୁ ରହିଛି। ଅଧିକ ପଢନ୍ତୁ...

eviction process started in puri
ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
author img

By

Published : Apr 5, 2021, 10:46 AM IST

ପୁରୀ: ଶ୍ରୀମନ୍ଦିରର 75 ମିଟର ସୁରକ୍ଷା ଜୋନରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଥିବା ଗୋପାଳ ଭବନକୁ ଜିଲ୍ଲା ପ୍ରଶାସନ ଉଚ୍ଛେଦ କରିଛି। ପୂର୍ବରୁ ଏହାକୁ ପ୍ରଶାସନ ନିଜ ଦଖଲକୁ ନେଇଥିଲା। ଆଜି (ସୋମବାର) ପୋଲିସ ଫୋର୍ସ ଉପସ୍ଥିତରେ ଏହାର ଉଚ୍ଛେଦ କରାଯାଉଛି।

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ଚାଲୁ ରହିଛି। ଉଚ୍ଛେଦକୁ ସମୟରେ ଅଗ୍ନିଶମ ବାହିନୀ ମଧ୍ୟ ଉପସ୍ଥିତ ରହିଥିଲା। ସୁରକ୍ଷା ଦୃଷ୍ଟିରୁ ସେହି ଅଞ୍ଚଳକୁ ସିଲ୍ କରାଯାଇଥିଲା।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.