ETV Bharat / city

ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ - ପୁରୀ

ରଥଯାତ୍ରା ଲାଗି ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ସହ ଅଗ୍ନିଶମ ବିଭାଗ ମଧ୍ୟ ପ୍ରସ୍ତୁତ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ପୁରୀ
author img

By

Published : Jul 12, 2019, 4:26 PM IST

ପୁରୀ: ଆଜି(ଶୁକ୍ରବାର) ବାହୁଡା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାବାହୁ । ଫଳରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ପୁରୀରେ ଦେଖିବାକୁ ମିଳିଛି । ତେବେ ଏତେ ସଂଖ୍ୟକ ଭକ୍ତଙ୍କୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ଭକ୍ତଙ୍କୁ ଯେପରି କୌଣସି ଅସୁବିଧା ନହୁଏ ସେଥିପ୍ରତି ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ରହିଛି । କେବଳ ପୋଲିସ ନୁହେଁ ଅଗ୍ନିଶମ କର୍ମଚାରୀ ମଧ୍ୟ ପ୍ରସ୍ତୁତ ରହିଛନ୍ତି । ତେବେ ଅଗ୍ନିଶମ ବିଭାଗ ଏନେଇ କେତେ ପ୍ରସ୍ତୁତ ରହିଛି ସେଥିଲାଗି ଅଗ୍ନିଶମ ଅଧିକାରୀଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଇଟିଭି ଭାରତ ସମ୍ବାଦଦାତା ।

ପୁରୀରୁ ତାପସ ପରିଡା, ଇଟିଭି ଭାରତ

Intro:Body:

BLANK  FOR STORY

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.