ପୁରୀ: ଆଜି ଶ୍ରାବଣ-ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପରମ୍ପରା ଅନୁଯାୟୀ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ପରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦଇତାପତି ସେବକ ମାନେ ଖସାପଡା ନୀତି ଅତି ଗୁପ୍ତ ଭାବେ କରିଥାନ୍ତି । ଶ୍ରୀବିଗ୍ରହ ମାନଙ୍କ ଶ୍ରୀପୟର ସୁରକ୍ଷା ପାଇଁ ଏହି ଗୁପ୍ତ ସେବା ହୋଇଥାଏ ।
ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, 4ଘଣ୍ଟା ବନ୍ଦ ସର୍ବ ସାଧାରଣ ଦର୍ଶନ - ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡା ଲାଗି ନୀତି । ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ । ଅଧିକ ପଢନ୍ତୁ
ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, 4ଘଣ୍ଟା ଦର୍ଶନ ବନ୍ଦ ରହିବ