ETV Bharat / city

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ - ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା

ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସାହିତ୍ୟିକା ମନୋରାମା ମହାପାତ୍ର, ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ଶେଷକୃତ୍ୟ । ଅଧିକ ପଢନ୍ତୁ...

ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ

author img

By

Published : Sep 19, 2021, 5:00 PM IST

Updated : Sep 19, 2021, 5:07 PM IST

ପୁରୀ: ବିଶିଷ୍ଟ ସାହିତ୍ୟିକା ଡଃ ମନୋରମା ମହାପାତ୍ରଙ୍କ ପୁରୀ ସ୍ବର୍ଗଦ୍ବାର ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି ସମାଜସେବୀ ମନୋରମା ମହାପାତ୍ର ୮୭ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଥିଲେ । ଆଜି ସ୍ବର୍ଗଦ୍ବାରରେ ତାଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ ମହାପାତ୍ର ମୁଖାଗ୍ନି ଦେଇଛନ୍ତି ।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ଏହି ଶେଷକୃତ୍ୟ ସମ୍ପନ୍ନ ସମୟରେ ଜିଲ୍ଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ କନୱାର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଶେଷ ସମ୍ମାନ ଜଣାଇଛନ୍ତି ।

ସେପଟେ ଏହି ଅବସରରେ ସ୍ବର୍ଗତା ମହାପାତ୍ରଙ୍କ ଝିଅ ସୁଚିସ୍ମିତା ମଶ୍ର, ଜାମାତା ଅରୁଣ ମିଶ୍ର, ଶୈଳରାଣୀ ମିଶ୍ର, ବଦ୍ରି ମିଶ୍ର, ଶ୍ୟାମ ପ୍ରକାଶ ସେନାପତି ସମେତ ବିଶିଷ୍ଠ ବ୍ୟକ୍ତି ବିଶେଷଙ୍କ ସହ ପରିବାରରବର୍ଗ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Sep 19, 2021, 5:07 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.