ETV Bharat / city

ପୁରୀରେ ଆରମ୍ଭ ହେଲା ନାମାଙ୍କନ ପତ୍ର ଦାଖଲ

ପୁରୀ ଜିଲ୍ଲାର ଲୋକସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏପ୍ରିଲ 23 ରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଯାହାକୁ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାସହ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ।

author img

By

Published : Mar 29, 2019, 5:30 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ପୁରୀ

ପୁରୀ: ଜିଲ୍ଲାର ଲୋକସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏପ୍ରିଲ 23 ରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଯାହାକୁ ନେଇ ଗୁରୁବାର ପ୍ରକାଶ ପାଇଛିବିଜ୍ଞପ୍ତି । ଏହାସହ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ତେବେ ନାମାଙ୍କନ ଦାଖଲ ପ୍ରକ୍ରିୟା ଏପ୍ରିଲ 4 ତାରିଖରେ ଶେଷ ହେବ। ସହ 5 ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ । ସେହିପରି 8 ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର ରହିଛି ।

ପ୍ରାର୍ଥୀ ପତ୍ର ଦାଖଲର ପ୍ରଥମ ଦିନରେ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ cpiml ତରଫରୁ ମହିଳା ପ୍ରାର୍ଥୀ ମନ୍ଦାକିନୀ ସେଠି ଓ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ cpiml ର ପ୍ରାର୍ଥୀ ଅଶୋକ ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଉଭୟ ନିଜ ସମର୍ଥକଙ୍କ ସହ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ପୁରୀରୁ ଶକ୍ତି ପ୍ରାସାଦ ମିଶ୍ର, ଇଟିଭି ଭାରତ

Intro:Body:

story

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.