ETV Bharat / city

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲାଗି ନୀତି ଅନୁଷ୍ଠିତ - puri

ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ଶ୍ରୀମନ୍ଦିର ଅନୁଷ୍ଠିତ ହୋଇଛି ପଇତା ଲାଗି ନୀତି ।

ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ
ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ
author img

By

Published : Apr 20, 2020, 4:06 PM IST

ପୁରୀ: ଅକ୍ଷୟ ତୃତୀୟାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ଶ୍ରୀମନ୍ଦିର ଅନୁଷ୍ଠିତ ହୋଇଛି ପଇତା ଲାଗି ନୀତି ।

ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ

ଦ୍ଵିପ୍ରହର ଧୂପ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାବେଳେ ଦଇତାପତି ସେବକ ଏହି ନୀତିକାନ୍ତି କରିଛନ୍ତି । ଚନ୍ଦନ ଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଚନ୍ଦନ ଲାଗି ହୋଇଥାଏ । ଏହା ପୂର୍ବରୁ ପଇତା ଲାଗି ପରମ୍ପରା ଅନୁଷ୍ଠିତ ହୋଇଥାଏ । ପଇତା ଲାଗି ନୀତି ପରେ ମାଘ ସ୍ନାନ ଅନୁଷ୍ଠିତ ଓ ପରେ ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.