ETV Bharat / city

ବାଲୁକା କଳାରେ ଉତ୍କଳ ଦିବସ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ମାନସ

ବାଲୁକା ଚିତ୍ରକଳାରେ ମାଧ୍ୟମରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକାକଳା ନିର୍ମାଣ କରିଛନ୍ତି ମାନସ । ଅଧିକ ପଢନ୍ତୁ

author img

By

Published : Apr 1, 2022, 6:56 AM IST

ଉତ୍କଳ ଦିବସ ଉପଲକ୍ଷେ ପୁରୀ ବେଳେ ଭୂମିରେ ବାଲୁକଳା,  ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ

ପୁରୀ: ବାଲୁକା ଚିତ୍ରକଳାରେ ମାଧ୍ୟମରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ମାନସ । ତେବେ ବନ୍ଦେ ଉତ୍କଳ ଜନନୀ ଥିମକୁ ଆଧାର କରି ଓଡିଶାର ପ୍ରତିଷ୍ଠା ଦିବସରେ ଓଡିଶାର କଳା, ସଂସ୍କୃତି ନୈପୁଣ୍ୟ ଏବଂ ବୀରତ୍ୱର ଗାଥା ବଖାଣୁଛନ୍ତି ବାଲୁକାକଳା ମାଧ୍ୟମରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ।

ଏହି ବାଲୁକା କଳାରେ ଓଡିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ସ୍ଥାନ ଦେବା ସହ ଓଡିଶାର ପ୍ରସିଦ୍ଧ ଓଡିଶୀ ନୃତ୍ୟକୁ ଅତି ସୁନ୍ଦର ଭାବରେ ଦର୍ଶାଇଛନ୍ତି । ଅନ୍ୟପଟେ ଏହି ବାଲୁକା କଳାର 8 ଫୁଟ ଉଚ୍ଚତା ଏବଂ 20 ଫୁଟ ଓସାର ରହିଥିବା ବେଳେ 20 ଟନ ବାଲି ଦ୍ବାରା ଏହା ନିର୍ମାଣ ହୋଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ 12ଘଣ୍ଟା ସମୟ ଲାଗିଥିଲା । ବାଲୁକା କଳା ମାଧ୍ୟମରେ ସାରା ଓଡିଶାବାସୀ ଏବଂ ସମସ୍ତ ଓଡ଼ିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଏବଂ ଉତ୍କଳ ଦିବସର ଅଭିନନ୍ଦନ ଜଣାଇଛନ୍ତି ମାନସ ସାହୁ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.