ETV Bharat / city

ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀଙ୍କ ବିରୋଧରେ ଦଣ୍ଡ ଦାବି - minor rape case

ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲା । ମାମଲାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତ ଗିରଫ କରି ଦଣ୍ଡ ପାଇଁ ଦାବି କଲା ବିଜେପି ମହିଳା ମୋର୍ଚ୍ଚା । ଅଧିକ ପଢନ୍ତୁ....

Birmitrapur minor rape case, Bjp mahila morcha demands punishment against the culprits
ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀଙ୍କ ବିରୋଧରେ ଦଣ୍ଡ ଦାବି
author img

By

Published : Jul 17, 2020, 6:43 PM IST

ରାଉରକେଲା: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବିରେ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ଧାରଣା । ପଶ୍ଚିମାଞ୍ଚଳ ଡିଆଇଜି ଅଫିସ ସମ୍ମୁଖରେ ଧାରଣା ଦେଇ ମାମଲାରେ ସମ୍ପୃକ୍ତ ଥିବା ସମସ୍ତ ଅଭିଯୁକ୍ତ ଗିରଫ ଦାବି ହୋଇଛି ।

ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀଙ୍କ ବିରୋଧରେ ଦଣ୍ଡ ଦାବି

ବିଜେପି ନେତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବା ବେଳେ ଏଯାବତ୍ ବୀରମିତ୍ରପୁରର ପୂର୍ବତନ ଏସଆଇ ଏବଂ ଡାକ୍ତରଙ୍କୁ ଗିରଫ କରି ଚୁପ ବସିଛି । ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଦୋଷୀଙ୍କୁ କାହିଁକି ଗିରଫ କରାଯାଇନାହିଁ ବୋଲି ପ୍ରଶ୍ନ କରିବା ସହ ତୁରନ୍ତ ମାମଲାର ସମସ୍ତ ଦୋଷୀଙ୍କୁ ଗିରଫ କରି ଦଣ୍ଡ ଦେବାକୁ ଦାବି କରିଛି ବିଜେପି ମହିଳା ମୋର୍ଚ୍ଚା ।

ରାଉରକେଲାରୁ ରାଜେନ୍ଦ୍ର ନାଥ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.