ETV Bharat / city

5ଦଫା ଦାବି ନେଇ ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା

ବିଭିନ୍ନ ଦାବି ପୂରଣ ନେଇ ଜିଲ୍ଲା ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ରାଜରାସ୍ତାକୁ ଓହ୍ଲାଇବା ସହ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଅଧିକ ପଢନ୍ତୁ...

5ଦଫା ଦାବି ନେଇ ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା
5ଦଫା ଦାବି ନେଇ ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା
author img

By

Published : Aug 9, 2021, 7:36 PM IST

ସମ୍ବଲପୁର: ସ୍କୁଲ, କଲେଜ ଶିକ୍ଷକ, ଅଧ୍ୟାପକ କର୍ମଚାରୀ ମିଳିତ ମଞ୍ଚ ପକ୍ଷରୁ ବିଭିନ୍ନ ପ୍ରସଙ୍ଗ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯିବା ରାଜରାସ୍ତାକୁ ଓହ୍ଲାଇଛି ମଞ୍ଚ । ସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ କରାଯାଇଛି । ଏନେଇ ଜିଲ୍ଲା ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ 5 ଦଫା ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛି । ମୁଖ୍ୟତଃ ସପ୍ତମ ବେତନ କମିଶନ ଆଧାରରେ ଅବିକଳ ଭାବେ ସମସ୍ତ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଗୁଡିକୁ ଦରମା ପ୍ରଦାନ, ବାଦ ପଡିଥିବା ଅନୁଦାନ ଯୋଗ୍ୟ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକୁ ଅନୁଦାନର ପରିସରଭୁକ୍ତ କରିବା ।

5ଦଫା ଦାବି ନେଇ ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା

ସେପଟେ ଅନୁଦାନପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ପେନସନ ଓ ଅନ୍ୟାନ୍ୟ ଅବସରକାଳୀନ ସୁବିଧା ସୁଯୋଗ ସହ ଚାକିରୀ ସର୍ତ୍ତାବଳୀ ପ୍ରଦାନ କରିବା । ଏବଂ ଅବସର ବୟସ 60ରୁ 62କୁ ବୃଦ୍ଧି କରିବା ଓ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଗୁଡ଼ିକରେ ଖାଲି ପଡିଥିବା ପଦବୀ ଗୁଡିକ ଯଥାଶୀଘ୍ର ପୂରଣ କରିବା ଆଦି ଦାବିକୁ ଦାବିପତ୍ରରେ ଉଲ୍ଲେଖ କରିଛି ମିଳିତ ମଞ୍ଚ ।

ତେବେ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ଚେତାବନୀ ଦେଇଛି ମଞ୍ଚ ।

ସମ୍ବଲପୁରରୁ ବାଦଶାହା ଜୁସ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.