ଭୁବନେଶ୍ବର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା । ଚଳିତ ବର୍ଷ କୋରୋନା କଟକଣା ପାଇଁ ଫିକା ପଡିଛି । ଅତ୍ୟନ୍ତ ନିରାଡମ୍ବର ସହ ପାଳନ କରାଯାଉଛି । ବିନା ଦେବ ଦର୍ଶନରେ ନବାନ୍ନ ଲାଗି ହେବାକୁ ଅନୁମତି ମିଳିଥିବାବେଳେ, ଭେଟଘାଟ ଓ ନୂଆଁଖାଇ ଜୁହାରରେ ମଧ୍ୟ କଟକଣାର ପ୍ରଭାବ ପଡିଛି । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ବିଟ ମାଧ୍ୟମରେ ସମ୍ବଲପୁରୀ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍।
-
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020 " class="align-text-top noRightClick twitterSection" data="
">ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଁଖାଇ ଜୁହାର କରିଛନ୍ତି । କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ଧର୍ମେନ୍ଦ୍ର।
-
ନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) August 23, 2020 " class="align-text-top noRightClick twitterSection" data="
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuhar pic.twitter.com/DhCaFokZ6N
">ନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) August 23, 2020
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuhar pic.twitter.com/DhCaFokZ6Nନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) August 23, 2020
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuhar pic.twitter.com/DhCaFokZ6N
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ