ETV Bharat / crime

ଅଶାନ୍ତ ବାଲେଶ୍ୱର: ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ଚାନ୍ଦିପୁର ଥାନା ରୋଡ଼ରେ ବିଭତ୍ସ ହତ୍ୟାକାଣ୍ଡ । ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଲେ ଦୁର୍ବୃତ୍ତ । ଅଧିକ ପଢନ୍ତୁ

author img

By

Published : Jun 4, 2022, 1:11 PM IST

ଅଶାନ୍ତ ବାଲେଶ୍ୱର: ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା
ଅଶାନ୍ତ ବାଲେଶ୍ୱର: ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ବାଲେଶ୍ଵର: ଅଶାନ୍ତ ହେଉଛି ବାଲେଶ୍ଵର, ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଲେ ଦୁର୍ବୃତ୍ତ । ଚାନ୍ଦିପୁର ଥାନା ରୋଡ଼ରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ । ମୃତକ ଜଣଙ୍କ ହେଉଛନ୍ତି ସୁନହଟ ଅଞ୍ଚଳର ସତ୍ୟଶିବ ଦାସ ।

ସୂଚନା ଅନୁଯାଇ ଶୁକ୍ରବାର ସତ୍ୟଶିଵ ନିଜର ଚାନ୍ଦିପୁର ମାଛ ଫାର୍ମରୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଥିଲେ । ଏନେଇ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.