ETV Bharat / elections

ଆନ୍ଧ୍ରପ୍ରଦେଶରେ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ - Voting

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଆନ୍ଧ୍ରପ୍ରଦେଶର 25ଟି ଲୋକସଭା ଆସନ ଓ 175ଟି ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି।

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ@ଏଏନଆଇ ଟ୍ବିଟର
author img

By

Published : Apr 11, 2019, 8:27 AM IST

ବିଜୟୱାଡା: ଆରମ୍ଭ ହେଲା ଗଣତନ୍ତ୍ର ମହାପର୍ବ । ବିଶ୍ବର ସର୍ବବୃହତ ଗଣତାନ୍ତ୍ରିକ ଦେଶର 17 ତମ ଲୋକସଭା ନିର୍ବାଚନ ଆରମ୍ଭ ହୋଇଯାଇଛି । ଚଳିତ ସାଧାରଣ ନିର୍ବାଚନ 7ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଲୋକସଭା ଆସନ ନିର୍ରବାଚନ ପାଇଁ ଏପ୍ରିଲ 11 (ଆଜିଠୁ) ରୁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ତେବେ ପ୍ରଥମ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶ ମଧ୍ୟ ଭୋଟ ଦେଉଛି । ରାଜ୍ୟରେ ଆରମ୍ଭ ହେଲାଣି ମତଦାନ । ତେବେ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦଖିବାକୁ ମିଳୁଛି ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଆନ୍ଧ୍ରପ୍ରଦେଶର 25ଟି ଲୋକସଭା ଆସନ ଓ 175ଟି ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ସେହିପରି ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଦେଉଥିବା ରାଜ୍ୟଗୁଡିକ ହେଲା- ଆନ୍ଧ୍ର ପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଛତିଶଗଡ, ଜମ୍ମୁ ଏବଂ କାଶ୍ମୀର, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ଓଡିଶା, ସିକିମ, ତେଲେଙ୍ଗାନା, ତ୍ରିପୁରା, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ଏବଂ ଲକ୍ଷଦ୍ବୀପ ।

Intro:Body:

aslkjalks

Conclusion:

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.