ETV Bharat / elections

ଜାଣନ୍ତୁ, କେମିତି ରହିଛି କନ୍ଧମାଳରେ ପୋଲିଂ ବୁଥରେ ସ୍ଥିତି - election

ସକାଳ 6 ଟାରୁ ମକ ପୋଲିଂ ସରିବା ପରେ ନିର୍ଦ୍ଧାରିତ ସମୟରେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହିତ ଚାଲିଛି।

ଫଟୋ ସୌଜନ୍ୟ: ସମ୍ବାଦଦାତା, କନ୍ଧମାଳ
author img

By

Published : Apr 18, 2019, 11:17 AM IST

କନ୍ଧମାଳ: ଆରମ୍ଭ ହୋଇଯାଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ଭୋଟ ଗ୍ରହଣ କେନ୍ଦ୍ର ଗୁଡିକରେ ଭୋଟରମାନଙ୍କ ଲମ୍ବାଧାଡି ଦେଖିବାକୁ ମିଳୁଛି । ବେଶ ଉତ୍ସାହର ସହିତ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରୁଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କନ୍ଧମାଳ

ସକାଳ 6 ଟାରୁ ମକ ପୋଲିଂ ସରିବା ପରେ ନିର୍ଦ୍ଧାରିତ ସମୟରେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ ଚାଲିଥିବା ସୂଚନା ମିଳିଛି । ଭୋଟ ଗ୍ରହଣ କେନ୍ଦ୍ର ଗୁଡିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

କନ୍ଧମାଳରୁ ସଦାଶିବ ପାତ୍ର, ଇଟିଭି ଭାରତ

Intro:Body:

blank

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.