ETV Bharat / international

ମନମୋହନ ସିଂଙ୍କ ଆଶୁ ଆରୋଗ୍ୟ କାମନା କଲେ ଇମ୍ରାନ ଖାନ

author img

By

Published : Apr 21, 2021, 11:13 AM IST

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଅଧିକ ପଢନ୍ତୁ....

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲାମାବାଦ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ ।

  • Wishing ex Indian PM Manmohan Singh a speedy recovery from Covid 19.

    — Imran Khan (@ImranKhanPTI) April 20, 2021 " class="align-text-top noRightClick twitterSection" data=" ">

ସର୍ବପୁରାତନ କଂଗ୍ରେସ ଦଳର ନେତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କୋରୋନାରୁ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ଟ୍ବିଟରରେ କାମନା କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ ।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ପ୍ରକାଶ ଥାଉ କି, କିଛି ଦିନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କୋରୋନାରେ ସଂକ୍ରମିତ ହୋଇଥିଲେ । ବର୍ତ୍ତମାନ ସେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ମଙ୍ଗଳବାର ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ । ତାଙ୍କୁ ଏମ୍ସର ଏକ ଡାକ୍ତରୀ ଦଳଙ୍କ ନୀରିକ୍ଷଣରେ ରଖାଯାଇଛି । ତାଙ୍କୁ ଉତ୍ତମରୁ ଉତ୍ତମ ଚିକିତ୍ସା ପ୍ରଦାନ କରାଯାଉଛି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.