ETV Bharat / international

ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା 4.8 ରେକର୍ଡ

ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ। ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.8 ଆକଳନ ହୋଇଛି । ଅଧିକ ପଢ଼ନ୍ତୁ

author img

By

Published : Jul 19, 2022, 7:08 AM IST

earthquake hits in afghanistan
ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା 4.8 ରେକର୍ଡ

କାବୁଲ: ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.8 ଆକଳନ ହୋଇଛି । ମଙ୍ଗଳବାର ମଧ୍ୟରାତ୍ରୀ 12.52 ମିନିଟରେ ଆଫଗାନିସ୍ତାନର କାବୁଲରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(National Center for Seismology) ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଭୂକମ୍ପର ଗଭୀରତା 180 କିଲୋମିଟର ହୋଇଥିବାବେଳେ ଏହାର ଅକ୍ଷାଂଶ 34.2 ରହିଥିବାବେଳେ ଦ୍ରାଘିମା 67.93 ରହିଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.