ETV Bharat / international

ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା ୪.୨ ରେକର୍ଡ - ଆଫଗାନିସ୍ତାନରେ ଭୂକମ୍ପ ଝଟକା

ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ଆକଳନ କରାଯାଇଛି । ଅଧିକ ପଢ଼ନ୍ତୁ

ଭୂକମ୍ପ
ଭୂକମ୍ପ
author img

By

Published : Nov 26, 2022, 9:38 AM IST

କାବୁଲ: ଆଫଗାନିସ୍ତାନରେ ଭୂକମ୍ପ ଝଟକା(Earthquake Hits in Afghanistan) । ଭୂକମ୍ପରେ ଥରିଲା ଆଫଗାନିସ୍ତାନର ଫାୟାଜାବାଦ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.2 ରେକର୍ଡ କରାଯାଇଛି । ଫାୟାଜାବାଦର ଦକ୍ଷିଣ ପୂର୍ବରୁ 105 କିଲୋମିଟର ଦୂରରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(National Center for Seismology) ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ମଧ୍ୟ ପଢନ୍ତୁ: Kendrapara firecracker mishap: ଚିକିତ୍ସାଧିନ ଅବସ୍ଥାରେ ବାଣୁଆ ମୃତ

ଆଜି(ଶନିବାର) ଭୋର 4.54 ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ସୂଚନା ଅନୁସାରେ, ଫାୟାଜାବାଦର ଦକ୍ଷିଣ ପୂର୍ବରୁ 105 କିଲୋମିଟର ଦୂରରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ଗଭୀରତା 137 କିଲୋମିଟର ରେକର୍ଡ କରାଯାଇଛି । ସେହିପରି ଅକ୍ଷାଂଶ 36.46 ହୋଇଥିବାବେଳେ ଦ୍ରାଘିମା 71.42 ରହିଛି । ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନାହିଁ ।

ଏହା ମଧ୍ୟ ପଢନ୍ତୁ: ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା ୪.୨ ରେକର୍ଡ

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଗତ 13 ତାରିଖରେ ଫାୟାଜାବାଦରେ ଭୂକମ୍ପ ହୋଇଥିଲା । ଫାୟାଜାବାଦର ଦକ୍ଷିଣ ଦକ୍ଷିଣ ପୂର୍ବରୁ ୮୪ କିଲୋମିଟର ଦୂରରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା ।ଏହାର ଗଭୀରତା ୧୨୦କିଲୋମିଟର ରେକର୍ଡ କରାଯାଇଥିଲା । ସେହିପରି ଅକ୍ଷାଂଶ ୩୬.୪୪ ହୋଇଥିବାବେଳେ ଦ୍ରାଘିମା ୭୧.୦୩ ରହିଥିଲା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.