ETV Bharat / sports

T-20 World Cup: ଭାରତୀୟ ଟିମ୍ ଘୋଷଣା, ଫେରିଲେ ବୁମରା-ହର୍ଷଲ

ଆଗାମୀ ଟି୨୦ ବିଶ୍ବକପ ପାଇଁ ୧୫ ଜଣିଆ ଶକ୍ତିଶାଳୀ ଭାରତୀୟ ସ୍କ୍ବାଡ୍‌ ଟିମ ଘୋଷଣା । ଫେରିଲେ ଜଶପ୍ରୀତ ବୁମରା ଓ ହର୍ଷଲ ପଟେଲ୍‌ ।

author img

By

Published : Sep 12, 2022, 5:33 PM IST

Updated : Sep 12, 2022, 6:38 PM IST

T-20 World Cup: ଭାରତୀୟ ଟିମ୍ ଘୋଷଣା, ଫେରିଲେ ବୁମରା-ହର୍ଷଲ
T-20 World Cup: ଭାରତୀୟ ଟିମ୍ ଘୋଷଣା, ଫେରିଲେ ବୁମରା-ହର୍ଷଲ

ହାଇଦ୍ରାବାଦ: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଆଗାମୀ ଟି୨୦ ବିଶ୍ବକପ ପାଇଁ ଭାରତୀୟ ଟିମ ଘୋଷଣା । ଫେରିଲେ ଜଶପ୍ରୀତ ବୁମରା ଓ ହର୍ଷଲ ପଟେଲ୍‌ । ତେବେ ଏସିଆ କପ୍‌ ସ୍କ୍ବାଡ୍‌ରେ ଥିବା ଅଭେଷ ଖାନଙ୍କୁ ଟି୨୦ ସ୍କ୍ବାଡ୍‌ରେ ସ୍ଥାନ ମିଳିନାହିଁ । ସେହିପରି ଏସିଆ କପ୍‌ରେ ଖରାପ ଫର୍ମ ସତ୍ତ୍ବେ ଚୟନକର୍ତ୍ତା ଋଷଭ ପନ୍ତଙ୍କ ଉପରେ ଭରଷା କରିଛନ୍ତି । ସଞ୍ଜୁ ସାମସନଙ୍କୁ ନିରାଶ ହେବାକୁ ପଡିଛି । ୨୦୨୨ ଟି୨୦ ବିଶ୍ବକପ ଅକ୍ଟୋବର ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ଖେଳାଯିବା ନେଇ ସୂଚୀ ରହିଛି ।

  • 🚨 NEWS: India’s squad for ICC Men’s T20 World Cup 2022.

    Rohit Sharma (C), KL Rahul (VC), Virat Kohli, Suryakumar Yadav, Deepak Hooda, R Pant (WK), Dinesh Karthik (WK), Hardik Pandya, R. Ashwin, Y Chahal, Axar Patel, Jasprit Bumrah, B Kumar, Harshal Patel, Arshdeep Singh

    — BCCI (@BCCI) September 12, 2022 " class="align-text-top noRightClick twitterSection" data=" ">

ଭାରତୀୟ ଟି୨୦ ବିଶ୍ବକପ ପାଇଁ ସ୍କ୍ବାଡ୍‌

ରୋହିତ ଶର୍ମା(କ୍ୟାପଟେନ୍‌), କେଏଲ ରାହୁଲ(ଭାଇସ୍‌ କ୍ୟାପଟେନ୍‌), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ଋଷଭ ପନ୍ତ(ୱିକେଟ କିପର), ଦିନେଶ କାର୍ତ୍ତିକ(ୱିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିଚନ୍ଦ୍ରନ ଅଶ୍ବିନ, ୟୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ୍‌, ଜଶପ୍ରୀତ ବୁମରା, ଭୁବନେଶ୍ବର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂହ ।

ଷ୍ଟାଣ୍ଡବାଏ ଖେଳାଳି: ମହମ୍ମଦ ସାମି, ଶ୍ରେୟସ ଆୟର, ରବି ବିଷ୍ଣୋଇ, ଦୀପକ ଚହର ।

ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ଭାରତୀୟ ଟିମ ଘୋଷଣା କରିଛି ବିସିସିଆଇ । ଟି୨୦ ବିଶ୍ବକପ ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବାକୁ ଥିବାରୁ ପ୍ରସ୍ତୁତି ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ରହିଛି ।

ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ଭାରତୀୟ ଟିମ: ରୋହିତ ଶର୍ମା(କ୍ୟାପଟେନ୍‌), କେଏଲ ରାହୁଲ (ଭାଇସ କ୍ୟାପଟେନ୍‌), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ଋଷଭ ପନ୍ତ(ୱିକେଟ କିପର), ଦିନଶ କାର୍ତ୍ତିକ(ୱିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିଚନ୍ଦ୍ରନ ଅଶ୍ବିନ, ୟୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ, ଭୁବନେଶ୍ବର କୁମାର, ମହମ୍ମଦ ସାମି, ହର୍ଷଲ ପଟେଲ୍‌, ଦୀପକ ଚହର, ଜଶପ୍ରୀତ ବୁମରା ।

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ଭାରତୀୟ ଟିମ: ରୋହିତ ଶର୍ମା(କ୍ୟାପଟେନ୍‌), କେଏଲ ରାହୁଲ(ଭାଇସ କ୍ୟାପଟେନ୍‌), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ଋଷଭ ପନ୍ତ(ୱିକେଟ କିପର), ଦୀନେଶ କାର୍ତ୍ତିକ(ୱିକେଟ କିପର), ରବିଚନ୍ଦ୍ରନ ଅଶ୍ବିନ, ୟୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ, ଅର୍ଶଦୀପ ସିଂହ, ମହମ୍ମଦ ସାମି, ହର୍ଷଲ ପଟେଲ୍‌, ଦୀପକ ଚହର, ଜଶପ୍ରୀତ ବୁମରା ।

ହାର୍ଦ୍ଦିକ ପାଣ୍ଡ୍ୟା, ଅର୍ଶଦୀପ ସିଂହ ଓ ଭୁବନେଶ୍ବର କୁମାର ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ସିରିଜ ସମୟରେ ଜାତୀୟ କ୍ରିକେଟ ଏକାଡେମୀରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ରହିଛି ।

Last Updated : Sep 12, 2022, 6:38 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.