ଚେନ୍ନାଇ: ଆଇପିଏଲର ନବମ ମ୍ୟାଚ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଜାରି ରହିଛି ।
ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେବା ପରେ, ନିର୍ଦ୍ଧାରିତ 20 ଓଭରରେ ମୁମ୍ବାଇ 5 ୱିକେଟ ହରାଇ 150 ରନ ସଂଗ୍ରହ କରିଛି । ଫଳରେ ଅରେଞ୍ଜ ଆର୍ମୀ ହାଇଦ୍ରାବାଦ ସାମ୍ନାରେ 151 ରନର ବିଜୟ ଲକ୍ଷ୍ୟ ରହିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ