ETV Bharat / sports

IPL 2022: ରାଜସ୍ଥାନ ବିପକ୍ଷରେ ଟସ୍‌ ଜିତିଲା କୋଲକାତା

author img

By

Published : May 2, 2022, 7:32 PM IST

ଆଇପିଏଲ ୨୦୨୨ର ୪୭ତମ ମୁକାବିଲାରେ ଟସ୍‌ ଜିତି କୋଲକାତା କ୍ୟାପଟେନ ଶ୍ରେୟସ ଆୟର ପ୍ରଥମେ ବୋଲିଂ ନିଷ୍ପତି ନେବାସହ ରାଜସ୍ଥାନକୁ ବ୍ୟାଟିଂ ଆମନ୍ତ୍ରଣ କରିଛନ୍ତି । ଅଧିକ ପଢନ୍ତୁ

Kolkata Knight Riders opt to bowl against rajasthan Royals
IPL 2022: ରାଜସ୍ଥାନ ବିପକ୍ଷରେ ଟସ୍‌ ଜିତିଲା କୋଲକାତା

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ(IPL 2022) ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚ୍‌ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି । ଟସ୍‌ ଜିତି କୋଲକାତା କ୍ୟାପଟେନ ଶ୍ରେୟସ ଆୟର ପ୍ରଥମେ ବୋଲିଂ ନିଷ୍ପତି ନେବାସହ ରାଜସ୍ଥାନକୁ ବ୍ୟାଟିଂ ଆମନ୍ତ୍ରଣ କରିଛନ୍ତି ।

#KKR have won the toss and they will bowl first against #RR.

Live - https://t.co/fVVHGJTNYn #KKRvRR #TATAIPL pic.twitter.com/e7iSS3QKmW

— IndianPremierLeague (@IPL) May 2, 2022

ଚୁଡାନ୍ତ ଏକାଦଶ:

କୋଲକାତା ନାଇଟ ରାଇଡର୍ସ: ଆରୋନ ଫିଞ୍ଚ୍‌, ସୁନୀଲ ନାରିନ, ଶ୍ରେୟସ ଆୟର(କ୍ୟାପଟେନ୍‌), ବାବା ଇନ୍ଦ୍ରଜିତ(ୱିକେଟ କିପର), ନୀତିଶ ରାଣା, ଅନୁକୁଳ ରୟ, ଆନ୍ଦ୍ରେ ରସେଲ, ରିଙ୍କୁ ସିଂ, ଉମେଶ ଯାଦବ, ଟିମ ସାଉଦୀ, ଶିବମ ମାବି ।

ରାଜସ୍ଥାନ ରୟାଲ୍ସ: ଜସ ବଟଲର, ଦେବଦତ୍ତ ପାଦିକ୍କଲ, ସଞ୍ଜୁ ସାମସନ(କ୍ୟାପଟେନ/ୱିକେଟ କିପର), କରୁଣ ନାୟର, ସିମ୍ରନ ହେଟମେୟର, ରିୟାନ ପରାଗ, ରବିଚନ୍ଦ୍ରନ ଅଶ୍ବିନ, ଟ୍ରେଣ୍ଟ ବୋଲ୍ଟ, ପ୍ରସିଦ୍ଧ କ୍ରୀଷ୍ଣା, ୟୁଜଭେନ୍ଦ୍ର ଚହଲ, କୁଲଦୀପ ସେନ ।

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ(IPL 2022) ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚ୍‌ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି । ଟସ୍‌ ଜିତି କୋଲକାତା କ୍ୟାପଟେନ ଶ୍ରେୟସ ଆୟର ପ୍ରଥମେ ବୋଲିଂ ନିଷ୍ପତି ନେବାସହ ରାଜସ୍ଥାନକୁ ବ୍ୟାଟିଂ ଆମନ୍ତ୍ରଣ କରିଛନ୍ତି ।

ଚୁଡାନ୍ତ ଏକାଦଶ:

କୋଲକାତା ନାଇଟ ରାଇଡର୍ସ: ଆରୋନ ଫିଞ୍ଚ୍‌, ସୁନୀଲ ନାରିନ, ଶ୍ରେୟସ ଆୟର(କ୍ୟାପଟେନ୍‌), ବାବା ଇନ୍ଦ୍ରଜିତ(ୱିକେଟ କିପର), ନୀତିଶ ରାଣା, ଅନୁକୁଳ ରୟ, ଆନ୍ଦ୍ରେ ରସେଲ, ରିଙ୍କୁ ସିଂ, ଉମେଶ ଯାଦବ, ଟିମ ସାଉଦୀ, ଶିବମ ମାବି ।

ରାଜସ୍ଥାନ ରୟାଲ୍ସ: ଜସ ବଟଲର, ଦେବଦତ୍ତ ପାଦିକ୍କଲ, ସଞ୍ଜୁ ସାମସନ(କ୍ୟାପଟେନ/ୱିକେଟ କିପର), କରୁଣ ନାୟର, ସିମ୍ରନ ହେଟମେୟର, ରିୟାନ ପରାଗ, ରବିଚନ୍ଦ୍ରନ ଅଶ୍ବିନ, ଟ୍ରେଣ୍ଟ ବୋଲ୍ଟ, ପ୍ରସିଦ୍ଧ କ୍ରୀଷ୍ଣା, ୟୁଜଭେନ୍ଦ୍ର ଚହଲ, କୁଲଦୀପ ସେନ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.